ରାଷ୍ଟ୍ରୀୟ ଆଉ ୧୭ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୫୯୨ ହେଲା desk November 19, 2020 ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୯୨ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାର ୪ ଜଣ ରହିଥିବା ବେଳେ ସମ୍ବଲପୁର ଜିଲ୍ଲାର ୩ ଜଣ ଅଛନ୍ତି । ଖୋର୍ଧା ଜିଲ୍ଲାର ୨ ଜଣ ଥିବା ବେଳେ ଭଦ୍ରକ, କଟକ, ଗଂଜାମ, ଗଜପତି, କେନ୍ଦ୍ରାପଡା. ନୟାଗଡ. ରାୟଗଡା, ସୁବର୍ଣପୁର ଜିଲ୍ଲାରୁ ଜଣେ ଜଣେ ଅଛନ୍ତିା Tags: Corona Continue Reading Previous: ଦିଲ୍ଲୀରେ ଗତ ୨୪ ଘଂଟାରେ ୬,୯୦୧କରୋନାର ନୂଆ ମାମଲା Next: ଦିଲ୍ଲୀରେ ଗତ ୨୪ ଘଂଟାରେ ୭,୫୪୬ କରୋନାର ନୂଆ ମାମଲା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମଙ୍ଗଳବାର ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଧ୍ୱଜାରୋହଣ କରିବେ ପିଏମ ମୋଦି 1 min read ରାଷ୍ଟ୍ରୀୟ ମଙ୍ଗଳବାର ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଧ୍ୱଜାରୋହଣ କରିବେ ପିଏମ ମୋଦି November 24, 2025 ଡଲାର ତୁଳନାରେ ଟଙ୍କାର ହ୍ରାସକୁ ନେଇ କେନ୍ଦ୍ରକୁ ଘେରିଲା ଜୟରାମ ରମେଶ ରାଷ୍ଟ୍ରୀୟ ଡଲାର ତୁଳନାରେ ଟଙ୍କାର ହ୍ରାସକୁ ନେଇ କେନ୍ଦ୍ରକୁ ଘେରିଲା ଜୟରାମ ରମେଶ November 24, 2025 ଶସ୍ତ୍ର ଛାଡିବାକୁ ନକ୍ସଲୀ ସଙ୍ଗଠନ ଏମଏମସି ଜୋନର ଘୋଷଣା, ତିନି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାମରେ ଜାରି କଲେ ଲିଫଲେଟ୍ 1 min read ରାଷ୍ଟ୍ରୀୟ ଶସ୍ତ୍ର ଛାଡିବାକୁ ନକ୍ସଲୀ ସଙ୍ଗଠନ ଏମଏମସି ଜୋନର ଘୋଷଣା, ତିନି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାମରେ ଜାରି କଲେ ଲିଫଲେଟ୍ November 24, 2025