ଆଇଜଲ – ମିଜୋରାମରେ ଗତ ୨୪ ଘଂଟା ମଧ୍ୟରେ ୨୮ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୫୪୧ ହୋଇ ଯାଇଛି । ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧୧ ହୋଇଛି ।