ବେଙ୍ଗାଲୁରୁ। କର୍ଣାଟକରେ ଗତ ୨୪ ଘଂଟାରେ ୧,୭୮୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୭୧,୩୪୨ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୧,୬୪୧ ଜଣଙ୍କର ମୃତ୍ୟୁ ଘଟିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୫,୮୭୯ କରୋନାର ନୂଆ ମାମଲା
ଦିଲ୍ଲୀରେ ଗତ ୨୪ ଘଂଟାରେ ୫,୮୭୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୧୧ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫,୨୩,୧୧୭ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୮,୨୭୦ଜଣଙ୍କର ମୃତ୍ୟୁ ଘଟିଛିା
ଆସାମରେ କରୋନାର ମାମଲା ୨,୧୧,୪୨୭ ରେ ପହଂଚିଲା
ଆସାମରେ ଗତ ୨୪ ଘଂଟାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୨,୧୧,୪୨୭ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଝାରଖଣ୍ଡରେ କରୋନାର ୧୭୫ ନୂଆ ମାମଲା
ଆସାମରେ କରୋନାର ୧୭୫ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୦୭,୩୩୨ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୯୪୫ ଜଣଙ୍କର ମୃତ୍ୟୁ ଘଟିଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୩,୬୩୯ କରୋନାର ନୂଆ ମାମଲା
ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୩,୬୩୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୫୨,୭୭୦ ହୋଇ ଯାଇଛି ।