
କୈଳାଶ ଚନ୍ଦ୍ର ପଣ୍ଡା, ପୁରୀ, ସ୍ବଚ୍ଛ ସବାରୀ ଡ୍ରାଇଭର ମାନଙ୍କୁ ଜିଲ୍ଲାପାଳ ବଲୱନ୍ତ ସିଂହ ଜଗନ୍ନାଥ ବଲ୍ଲଭ ପରିସରରେ ଆଜି ଅପରାହ୍ନରେ ସମ୍ବର୍ଦ୍ଧିତ କରିଛନ୍ତି । ସେମାନଙ୍କ ନିଷ୍ଠା, ସମୟାନୁବର୍ତ୍ତିତା ଓ କାମକୁ ଜିଲ୍ଲାପାଳ ପ୍ରଶଂସା କରିଛନ୍ତି । ଏହି ଅବସରରେ ଜିଲ୍ଲାପାଳ, ପୌରସଂସ୍ଥା ନିର୍ବାହୀ ଯନ୍ତ୍ରୀ ବିଜୟ କୁମାର ଦାଶ ପ୍ରମୁଖ ସେମାନଙ୍କ ସହ ମିଶି ମହାପ୍ରସାଦ ସେବନ କରିଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO