-
ଲୋକ ବିରୋଧୀ କାର୍ଯ୍ୟକଳାପ ପାଇଁ ବହିଷ୍କାର କରା ଯାଇଥିବା ନେଇ ବିଜେଡି ପକ୍ଷରୁ ସୂଚନା

ଭୁବନେଶ୍ୱର– ବିଜୁ ଜନତା ଦଳ ପୂର୍ବତନ ମନ୍ତ୍ରୀ ତଥା ଗୋପାଳପୁରର ଦଳୀୟ ବିଧାୟକ ବିଧାୟକ ପ୍ରଦୀପ ପାଣିଗ୍ରାହୀ ଦଳରୁ ବହିଷ୍କାର କରିଛି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଦଳ ପକ୍ଷରୁ ମହା ସଚିବ ମାନସ ମଙ୍ଗରାଜ ପ୍ରେସ୍ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି ।
ତେବେ କେଉଁ ଲୋକ ବିରୋଧୀ କାମ ପାଇଁ ତାଙ୍କୁ ଦଳରୁ ବହିଷ୍କାର କରା ଯାଇଛି ସେ ନେଇ ବିଜ୍ଞପ୍ତିରେ କୌଣସି ସୂଚନା ଦିଆ ଯାଇ ନାହିଁ ।
ଉଲ୍ଲେଖନୀୟ ଯେ ଆଇଏଫ୍ଏସ୍ ଅଫିସର ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କ ସହ ସଂପର୍କକୁ ନେଇ ପ୍ରଦୀପ ପାଣିଗ୍ରାହୀ ବିବାଦକୁ ଆସିଥିଲେ
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO