
ଭୁବନେଶ୍ୱର, ଆ ଠାରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ ଖୋଲିବାକୁ ଯାଉଛି । ସୋମବାର ଡିସେମ୍ବର ମାସ ପାଇଁ ଗାଇଡଲାଇନ ଜାରି କରି ଏହି ଘୋଷଣା କରିଛନ୍ତି ।
ଏ ନେଇ ଗତ ୨୭ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା । କୋଭିଡ-୧୯ ଯୋଗୁଁ ବନ୍ଦ ହୋଇଥିବା ଓଡ଼ିଶାର ସମସ୍ତ ମେଡିକାଲ କଲେଜ ଡିସେମ୍ବର ୧ରୁ ପୁଣି ଖୋଲିବ । ଉଚ୍ଚଶିକ୍ଷା ବିଭାଗର ସଚିବ, ଡିନ୍ ,ପ୍ରିନ୍ସିପାଲ ଓ ବିଭିନ୍ନ ମେଡିକାଲ୍ କଲେଜର ପରୀକ୍ଷା ନିୟନ୍ତ୍ରକଙ୍କ ସହ ଆଲୋଚନା ପରେ ସ୍ୱାସ୍ଥ୍ୟ ଓ ପରି୍ୱାର କଲ୍ୟାଣ ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଥିଲା । ତେବେ କରୋନା କଟକଣା ସହ ମାର୍ଗଦର୍ଶିକା ମାନି କଲେଜ ଖୋଲିବାକୁ ସମସ୍ତ ମେଡିକାଲ କଲେଜମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO