
ଦିଲ୍ଲୀ– ଦିଲ୍ଲୀରେ ଗତ ୨୪ ଘଂଟାରେ ୩,୭୨୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୦୮ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫,୭୦,୩୭୪ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୯,୧୭୪ ଜଣଙ୍କର ମୃତ୍ୟୁ ଘଟିଛିା
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୨,୬୭୧ କରୋନାର ନୂଆ ମାମଲା
କୋଲକାତା-ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୨,୬୭୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୮୩,୪୮୪ ହୋଇ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO