
ଭୁବନେଶ୍ୱର– ନିଲମ୍ବିତ ହୋଇଥିବା ଆଇଏଫଏସ ଅଧିକାରୀ ଅଭୟକାନ୍ତ ପାଠକଙ୍କ ସରକାରୀ ବାସଭବନରେ ମଙ୍ଗଳବାର ଦିନ ଭିଜିଲାନ୍ସ ପକ୍ଷରୁ ଚଢାଉ କରା ଯାଇଥିବା ଜଣା ପଡିଛି । ଅନ୍ୟ ପକ୍ଷରେ ତାଙ୍କ ଡ୍ରାଇଭର ଆଜି ଭିଜିଲାନ୍ସରେ ହାଜର ହୋଇଛନ୍ତି ।
ଭିଜିଲାନ୍ସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଭିଜିଲାନ୍ସର ସ୍ୱତନ୍ତ୍ର ଟିମ୍ ଦ୍ୱାରା ଅଭୟକାନ୍ତଙ୍କ ସରକାରୀ ବାସଭବନରେ ଚଢ଼ାଉ କରାଯାଇଛି ।