
ଭୁବନେଶ୍ୱର– ଜଷ୍ଟିସ୍ ବି.କେ ପଟେଲ ରାଜ୍ୟ ମାନବାଧିକାର କମିସନ୍ ଅଧ୍ୟକ୍ଷ ଭାବେ ମଙ୍ଗଳବାର ଦିନ ଦାୟିତ୍ୱ ଗ୍ରହଣ କରିଛନ୍ତି ।
ଉଲ୍ଲେଖନୀୟ ଯେ ଗତ ଗତ କିଛି ଦିନତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜଷ୍ଟିସ୍ ପଟେଲଙ୍କୁ କମିସନର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେବାକୁ ରାଜ୍ୟପାଳଙ୍କୁ ସୁପାରିସ୍ କରାଯାଇଥିଲା । ରାଜ୍ୟପାଳ ଚୟନ କମିଟିର ସୁପାରିସ୍କୁ ଅନୁମୋଦନ ପ୍ରଦାନ କରିଥିଲେ ।
ଏବେ ମାନବାଧିକାର କମିସନରେ ଜଷ୍ଟିସ୍ ରଘୁବୀର ଦାଶ ଓ ଅସୀମ ଅମିତାଭ ଦାସ ସଦସ୍ୟ ଭାବେ କାର୍ଯ୍ୟ କରୁଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO