
ଚେନ୍ନାଇ । ତାମିଲନାଡୁରେ ଗତ ୨୪ ଘଂଟାରେ ୧,୪୦୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭,୮୩,୩୧୯ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୧,୭୨୨ ହୋଇଛି ।