
ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା  ମଧ୍ୟରେ   ୩୬,୬୦୪ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଗତ ୨୪ ଘଂଟା ମଧ୍ୟରେ ୫୦୧  ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ  ସଂଖ୍ୟା  ୯୪,୯୯,୪୧୪ ରେ ପହଂଚିଛି ।
 
ଆଜି   ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ   ସକ୍ରିୟ ରୋଗୀଙ୍କ ସଂଖ୍ୟା    ୪,୨୮,୬୪୪ ଥିବା ବେଳେ ବର୍ତମାନ ସୁଦ୍ଧା ୧,୩୮,୧୨୨ଜଣ ମୃତ୍ୟୁ  ବରଣ କରିଛନ୍ତିା