
ଭୁବନେଶ୍ୱର – ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧ଟି ମାମଲା ରୁଜୁ କରିଛି । ୮ ଜଣଙ୍କୁ ଗିରଫ କରା ଯାଇଥିବା ବେଳେ ୫୮୫ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୫,୨୯,୭୪୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।