
ସେ ଟ୍ୱିଟ କରି କହିଛନ୍ତି ଯେ ବର୍ତମାନ ସୁଦ୍ଧା ରାଜ୍ୟରେ ୬୦ ଲକ୍ଷ କରୋନା ପରୀକ୍ଷଣ ହୋଇଛି । ଗତ ୪.୫ ମାସ ମଧ୍ୟରେ ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମି ୫ ହଜାରରୁ କମ ହୋଇ ସାରିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
