-
କଂଗ୍ରେସ ଭବନରେ ବୈଠକରେ ଯୋଗ ଦେଲେ
ଶନିବାର ଦିନ ଶ୍ରୀ କୁମାର ନୟାଗଡ଼ ଗ୍ରସ୍ତ କରି ମୃତ ପରୀର ପରିବାରକୁ ଭେଟିବେ ଏବଂ ସେହିଦିନ ନୟାଗଡ଼ରୁ ଭୁବନେଶ୍ୱର ଫେରି ଦିବା ୩ ଘଟିକା ସମୟରେ କଂଗ୍ରେସର ଆଗାମୀ ରଣନୀତି ନେଇ ଅନୁଷ୍ଠିତ ହେବାକୁ ଥିବା ପିସିସି ପର୍ଯ୍ୟବେକ୍ଷକ ଓ ଜିଲ୍ଲା ସଭାପତି ମାନଙ୍କ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।