 
                
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୧୬,୦୮୨ ଥିବା ବେଳେ ବର୍ତମାନ ସୁଦ୍ଧା ୧,୩୯,୧୮୮ଜଣ ମୃତ୍ୟୁ ବରଣ କରିଛନ୍ତିା
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୧,୭୦,୧୦୨ ନମୂନାର ପରୀକ୍ଷଣ 
ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୧,୭୦,୧୦୨ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା, ୧୪,୪୭,୨୭,୭୪୯ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛି ।

 
                    







