ରାଷ୍ଟ୍ରୀୟ ମିଜୋରାମରେ 7 ଟି କରୋନାର ନୂଆ ମାମଲା desk December 4, 2020 1 min read ଆଇଜଲ-ମିଜୋରାମରେ ଗତ ୨୪ ଘଂଟା ମଧ୍ୟରେ ୭ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୮୮୮ ହୋଇ ଯାଇଛି । ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୫ ହୋଇଛି । Tags: Mizoram Continue Reading Previous: କରୋନାରେ ଦେଶରେ ଗତ ୨୪ ଘଂଟାରେ ୩୬,୫୯୪ ନୂଆ ମାମଲା, ୫୪୦ ଜଣଙ୍କର ମୃତ୍ୟୁ Next: ଉତ୍ତରପ୍ରଦେଶରେ ଯାତ୍ରୀବାହୀ ବସ ଓ ଅଟୋ ମୁହାଁମୁହିଁ, ୬ ମୃତ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025