ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୧୩,୦୫୦ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୩୩୨୬ଜଣଙ୍କର ମୃତ୍ୟୁ ଘଟିଛି ।
ଝାରଖଣ୍ଡରେ କରୋନାର ୧୯୬ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୧୯୬ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୧୦,୧୮୬ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୯୭୯ ଜଣଙ୍କର ମୃତ୍ୟୁ ଘଟିଛି ।