ଓଡିଶା ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୮ ଗିରଫ desk December 6, 2020 ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗୋଟିଏ ମାମଲା ରୁଜୁ କରିଛି । ସେହିପରି ପୋଲିସ ଗତ ୨୪ ଘଂଟାରେ ୮ ଜଣଙ୍କୁ ଗିରଫ କରିଥିବା ବେଳେ ୬୭୬ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୨,୮୯,୫୫୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Corona Continue Reading Previous: ପଟ୍ଟାମୁଣ୍ଡାଇ-ରାଜନଗର ପୂର୍ତ୍ତ ବିଭାଗ ରାସ୍ତା ପାଲଟିଛି ମରଣ ଯନ୍ତା Next: ରାଜ୍ୟରେ ଆଉ ୬ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୭୭୧ ହେଲା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 23 November 2024 important news 1 min read ଓଡିଶା Indo Kaling Times 23 November 2024 important news November 23, 2024 ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଓଡିଶା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ November 23, 2024 ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ସ୍ମରଣୋତ୍ସବ ଓଡିଶା ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ସ୍ମରଣୋତ୍ସବ November 23, 2024