ଓଡିଶା ଲେ ।କାୟୁକ୍ତରେ ହାଜର ହେଲେ ହେମନ୍ତ ଶର୍ମା desk December 7, 2020 ଭୁବନେଶ୍ୱର– ପିପିଇ କିଟ୍ ଓ ମାସ୍କ କିଣା ଦୁର୍ନୀତି ମାମଲାରେ ଆଇଏଏସ ଅଧିକାରୀ ହେମନ୍ତ ଶର୍ମା ପୁଣି ଥରେ ଲୋକାୟୁକ୍ତଙ୍କ ନିକଟରେ ହାଜର ହୋଇଛନ୍ତି । ତାଙ୍କ ବ୍ୟତୀତ ଔଷଧ ନିଗମ ଅଧ୍ୟକ୍ଷା ଯାମିନୀ ଷଡ଼ଙ୍ଗୀ ମଧ୍ୟ ହାଜର ହୋଇଛନ୍ତି । ହେମନ୍ତ ଶର୍ମା ପ୍ରାକ୍ତନ କ୍ରୟ କମିଟିର ମୁଖ୍ୟ ଥିଲେ । ଉଭୟ ଅଧିକାରୀ ପୂର୍ବରୁ ମଧ୍ୟ ଲେ ।କାୟୁକ୍ତରେ ହାଜର ହୋଇଥିଲେ । Tags: Hemant Sharma Continue Reading Previous: ଆଉ ୭ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୭୭୮ ହେଲାNext: ପରୀକୁ ନ୍ୟାୟ ଦାବିରେ ଆଜି ବିଜେପି ପକ୍ଷରୁ ରାଜଭବନ ସମ୍ମୁଖରେ ଗଣଧାରଣା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ 1 min read ଓଡିଶା ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ December 19, 2025 ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ ଓଡିଶା ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ December 19, 2025 ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା ଓଡିଶା ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା December 19, 2025