

ଏଥିରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ବହୁ ଦଳୀୟ ନେତା ସାମିଲ ହୋଇଛନ୍ତି । ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଓ ଘଟଣାର ସିବିଆଇ ତଦନ୍ତ ପାଇଁ ଦଳ ପକ୍ଷରୁ ଦାବି କରା ଯାଇଛି । ଯେ ପର୍ଯ୍ୟନ୍ତ ଅରୁଣ ସାହୁଙ୍କୁ ଦଳରୁ ବହିଷ୍କାର କରାନଯାଇଛି, ସେ ପର୍ଯ୍ୟନ୍ତ ଆନ୍ଦେ ।ଳନ ଜାରି ରହିବ ବୋଲି ଦଳ ପକ୍ଷରୁ ସ୍ପଷ୍ଟ କରା ଯାଇଛି ।