
ଦିଲ୍ଲୀ– ଦିଲ୍ଲୀରେ ଗତ ୨୪ ଘଂଟାରେ ୨,୭୦୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬୯ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫,୯୨,୨୫୦ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୯,୬୪୩ ଜଣଙ୍କର ମୃତ୍ୟୁ ଘଟିଛିା