

ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୧,୩୦୭ କରୋନାର ନୂଆ ମାମଲା, ୧୦ ମୃତ
ଭୋପାଳ । ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୧,୩୦୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୧୫,୯୫୭ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୩,୩୪୭ ଜଣଙ୍କର ମୃତ୍ୟୁ ଘଟିଛି ।