ରାଂଚି, ଝାରଖଣ୍ଡରେ କରୋନାର ୧୭୯ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୧୦,୪୫୭ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୯୮୮ ଜଣଙ୍କର ମୃତ୍ୟୁ ଘଟିଛି ।
ଆସାମରେ କରୋନାର ମାମଲା ୨,୧୩,୯୨ ରେ ପହଂଚିଲା
ଦିସପୁର-ଆସାମରେ ଗତ ୨୪ ଘଂଟାରେ କରୋନାର ୧୬୬ ଟି ନୂଆ ମାମଲା ସାମନାକୁ ଆସିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୨,୧୩,୭୫୯ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।