ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫,୦୫,୦୫୪ ହୋଇ ଯାଇଛି ।
ମିଜୋରାମରେ ୩୨ ଟି କରୋନାର ନୂଆ ମାମଲା
ଆଇଜଲ, ମିଜୋରାମରେ ଗତ ୨୪ ଘଂଟା ମଧ୍ୟରେ ୩୨ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୯୬୮ ହୋଇ ଯାଇଛି । ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ ହୋଇଛି ।