-
ବନ୍ଦକୁ ସଫଳ କରିବାକୁ ପିକେଟିଂଗ କଲେ ବିଭିନ୍ନ ଦଳ ଓ ଟ୍ରେଡ ୟୁନିୟନର କର୍ମକର୍ତା

ଆଜି ସକାଳୂୁ ବନ୍ଦ ସମର୍ଥନକାରୀ ମାନେ ଭୁବନେଶ୍ୱର ରେଳ ଷ୍ଟେସନରେ ଠାରେ ଟ୍ରେନ ସେବାକୁ ଅଟକାଇଥିଲେ । ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରେ ଟ୍ରେନ ସେବା ଅଟକା ଯାଇଥିବା ଜଣା ପଡିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
