ଜାନୁଆରୀ ୮ ରୁ ଆରମ୍ଭ ହେବାକୁ ଯାଉଛି ତୃତୀୟ ଅନ୍ତର୍ଜାତୀୟ ଚିଲିକା ପକ୍ଷୀ ମେଳା ୨୦୨୧। ଏହି ମେଲାରେ ୪୫୦ରୁ ଅଧିକ ପ୍ରଜାତିର ଲକ୍ଷାଧିକ ଦେଶୀ ଓ ବିଦେଶୀ ପକ୍ଷୀ ଦେଖିବାର ସୁଯୋଗ ମିଳିବ । ଜଙ୍ଗଲ ଓ ପରିବେଶ ବିଭାଗ ଓ ଓଡ଼ିଶା ଟୁରିଜିମର ମିଳିତ ପ୍ରୟାସରେ ଏହାର ଆୟୋଜନ କରାଯିବ
ଗଞ୍ଜାମ ରୁ ଚିତ୍ତରଞ୍ଜନ ଗନ୍ତାୟତ ଙ୍କ ରିପୋର୍ଟ
Related Stories
November 24, 2024
November 24, 2024