
ବେଙ୍ଗାଲୁରୁ । କର୍ଣାଟକରେ ଗତ ୨୪ ଘଂଟାରେ ୧,୨୮୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୯୫,୨୮୪ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୧,୮୮୦ ଜଣଙ୍କର ମୃତ୍ୟୁ ଘଟିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୩,୧୮୮ କରୋନାର ନୂଆ ମାମଲା
ଦିଲ୍ଲୀ– ଦିଲ୍ଲୀରେ ଗତ ୨୪ ଘଂଟାରେ ୩,୧୮୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୭ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫,୯୭,୧୧୨ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୯,୭୬୩ ଜଣଙ୍କର ମୃତ୍ୟୁ ଘଟିଛିା
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO