ଓଡିଶା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ମନେ ପକାଇଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ desk December 9, 2020 ଭୁବନେଶ୍ୱର– କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କର ଜୟନ୍ତୀରେ ସ୍ମରଣ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଆ ଜାତିର ଅସ୍ମିତା ଓ ସ୍ୱାଭିମାନର ସଙ୍ଗୀତ ତଥା ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ର ରଚୟିତା ‘କାନ୍ତକବି’ ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ । Tags: Dharmendra Pradhan Continue Reading Previous: ବିଜେପିର ନୂଆ ପ୍ରଭାରୀ ଡି.ପୁରନ୍ଦେଶ୍ବରୀଙ୍କ ଓଡିଶା ଗସ୍ତ ଆଜି Next: କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 25 August 2025 Important news 1 min read ଓଡିଶା Indo Kaling Times 25 August 2025 Important news August 25, 2025 ପ୍ରଶିକ୍ଷଣ ପାଇଁ ଓଡ଼ିଶାରେ ପହଁଚିଲେ ଶ୍ରୀଲଙ୍କାର ଅଧିକାରୀ 1 min read ଓଡିଶା ପ୍ରଶିକ୍ଷଣ ପାଇଁ ଓଡ଼ିଶାରେ ପହଁଚିଲେ ଶ୍ରୀଲଙ୍କାର ଅଧିକାରୀ August 25, 2025 ବିପର୍ଯ୍ୟୟ ମୁକାବିଲା ନିମନ୍ତେ ପ୍ରସ୍ତୁତ ରହିବେ ହସ୍ପିଟାଲ 1 min read ଓଡିଶା ବିପର୍ଯ୍ୟୟ ମୁକାବିଲା ନିମନ୍ତେ ପ୍ରସ୍ତୁତ ରହିବେ ହସ୍ପିଟାଲ August 25, 2025