ଭୁବନେଶ୍ୱର– କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କର ଜୟନ୍ତୀରେ ସ୍ମରଣ କରିଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଆ ଜାତିର ଅସ୍ମିତା ଓ ସ୍ୱାଭିମାନର ସଙ୍ଗୀତ ତଥା ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ର ରଚୟିତା ‘କାନ୍ତକବି’ ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ ।