ଓଡିଶା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ desk December 9, 2020 ଭୁବନେଶ୍ୱର, କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସାହିତ୍ୟିକ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି । ‘ବନ୍ଦେ ଉତ୍କଳ ଜନନୀ’ ଭଳି କାଳଜୟୀ ରଚନା ସହ ଓଡ଼ିଆ ସାହିତ୍ୟ ଜଗତରେ ତାଙ୍କର ଅମ୍ଳାନ କୃତି ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ । Tags: CM Continue Reading Previous: କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ମନେ ପକାଇଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନNext: ଗୋଟିଏ ଦିନରେ ୩୮୬ କରୋନା ଆକ୍ରାନ୍ତ ଚିହ୍ନଟ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 29 October 2025 Important news ଓଡିଶା Indo Kaling Times 29 October 2025 Important news October 29, 2025 ଘରୋଇ ହିଂସାରୁ ମହିଳାମାନଙ୍କୁ ସୁରକ୍ଷା କର୍ମଶାଳା, ଓଡିଶା ଘରୋଇ ହିଂସାରୁ ମହିଳାମାନଙ୍କୁ ସୁରକ୍ଷା କର୍ମଶାଳା, October 29, 2025 ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କଣ୍ଟ୍ରୋଲରୁମ୍ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ 1 min read ଓଡିଶା ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କଣ୍ଟ୍ରୋଲରୁମ୍ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ October 29, 2025