
ସେ ଟ୍ୱିଟ କରି କହିଛନ୍ତି ଯେ – ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସାହିତ୍ୟିକ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି । ‘ବନ୍ଦେ ଉତ୍କଳ ଜନନୀ’ ଭଳି କାଳଜୟୀ ରଚନା ସହ ଓଡ଼ିଆ ସାହିତ୍ୟ ଜଗତରେ ତାଙ୍କର ଅମ୍ଳାନ କୃତି ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
