ରାଷ୍ଟ୍ରୀୟ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ desk December 9, 2020 ନୂଆଦିଲ୍ଲୀ– ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ତାଙ୍କର ଜନ୍ମଦିନରେ ଅଭିନନ୍ଦନ ଜଣାଇଛନ୍ତି । ସେ ଟ୍ୱିଟ କରି ତାଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କର ସୁସ୍ଥ ଓ ନିରାୟମ ଜୀବନ କାମନା କରିଛନ୍ତି । Tags: PM Sonia Continue Reading Previous: କର୍ଣାଟକରେ ଗତ ୨୪ ଘଂଟାରେ ୧,୨୮୦ କରୋନାର ନୂଆ ମାମଲା Next: କରୋନାରେ ଦେଶରେ ଗତ ୨୪ ଘଂଟାରେ ୩୧,୫୨୨ ନୂଆ ମାମଲା, ୪୧୨ ଜଣଙ୍କର ମୃତ୍ୟୁ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025