
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୮୯ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧା ଓ ପୁରୀ ଜିଲ୍ଲାର ୨ -୨ ଜଣ ରହିଥିବା ସମ୍ବଲପୁର ଜିଲ୍ଲାର ଜଣେ ଅଛନ୍ତି ।