
ଭୁୁବନେଶ୍ୱର– ପାର୍ଟୀର ପ୍ରଦେଶ ପ୍ରଭାରୀ ଭାବେ ନିଯୁକ୍ତ ହେବା ପରେ ପ୍ରଥମ ଥର ପାଇଁ ଓଡିଶା ଗସ୍ତରେ ଆସିବା ପରେ ପାର୍ଟିକୁ ମଜବୁତ କରିବା ପାଇଁ ଆଜି ଠାରୁ ବିଭିନ୍ନ ସାଂଗଠନିକ ବୈଠକ ମାନ କରିବେ ।
ଉଲ୍ଲେଖନୀୟ ଯେ ଓଡିଶା ବିଜେପିର ନବ ନିଯୁକ୍ତ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ବୁଧବାର ସଂଧ୍ୟାରେ ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦର ଠାରେ ପହଂଚିଥିଲେ । । ତାଙ୍କୁ ସ୍ୱାଗତ କରିବା ପାଇଁ ବିଜେପିର ନେତା ଓ କର୍ମୀ ମାନେ ଉପସ୍ଥିତ ଥିଲେ । । ଭୁବନେଶ୍ୱର ସାଂସଦ ତଥା ପାର୍ଟୀର ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡଂଗୀ, ପାର୍ଟୀର ସାଧାରଣ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାର ଓ ଅନ୍ୟ ନେତା ମାନେ ସେଠାରେ ତାଙ୍କୁ ସ୍ୱାଗତ କରିଥିଲେ ।
ସେ ତାଙ୍କର ଏହି ଗସ୍ତ କାଳରେ ପାର୍ଟିର ନେତା, ବିଭିନ୍ନ ମୋର୍ଚାର ପଦାଧିକାରୀ ମାନଙ୍କ ସହ ଆଲୋଚନା କରି ସଂଗଠନକୁ ସୁଦୃଢ କିପରି କରି ହେବ ସେ ନେଇ ଆଲୋଚନା କରିବେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO