
କୈଳାଶ ଚନ୍ଦ୍ର ପଣ୍ଡା, ପୁରୀ, ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବାମନ ବେଶରେ ବ୍ୟବହାର ପାଇଁ ଓଲିଉଡ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମାନନ୍ଦ ବୁଧବାର ଏକ ରୁପା କମଣ୍ଡଳୁ ଦାନ କରିଛନ୍ତି ।
ଗୋବଦ୍ଧନ ପୀଠରେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ସାକ୍ଷାତ କରି ସେ
କମଣ୍ଡଳୁ ସ୍ପର୍ଶ କରାଇଥିଲେ।ଏହାପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ, କ୍ରିଷନ କୁମାର ଏବଂ ପ୍ରଶାସକ
(ନୀତି) ଜିତେନ୍ଦ୍ର କୁମାର ସାହୁଙ୍କୁ ସାକ୍ଷାତ କରି ସେ ରୁପା କମଣ୍ଡଳୁ ଦାନ କରିଛନ୍ତି । ଏହି ଅବସରରେ ଶ୍ରୀମନ୍ଦିର
ପରିଚାଳନା କମିଟି ସଭ୍ୟ ତଳୁଛ ନୀଳକଣ୍ଠ ମହାପାତ୍ର ଏବଂ ରାମଚନ୍ଦ୍ର ଦାସମହାପାତ୍ର ଉପସ୍ଥିତ ଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO