
ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ଭି କରାଯାଇଛି । ସେହିପରି ସାମାନ୍ୟ ଆକ୍ରାନ୍ତମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୭୦୮ କୁ ବୃଦ୍ଧି ପାଇଛି ।
ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୩ ରହିଛି ।