-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୨୬୪୨

ଭୁବନେଶ୍ୱର– ରାଜ୍ୟରେ ଗୋଟିଏ ଦିନରେ ୩୮୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୩୦୨୯ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୧୭୮୭୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୩୩୦୮ ରହିଛି ।
୪ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୭୯୮ ହେଲା
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୯୮ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧା, ବରଗଡ, ମାଲକାନଗିରି, ମୟୁରଭଂଜ ଜିଲ୍ଲାର ଜଣେ – ଜଣେ ଅଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO