ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୬ ଗିରଫ desk December 11, 2020 ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୬ ଜଣଙ୍କୁ ଗିରଫ କରିଥିବା ବେଳେ ୫୭୯ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୯,୭୫,୯୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Covid Continue Reading Previous: ଗୋଟିଏ ଦିନରେ ୩୮୭ କରୋନା ଆକ୍ରାନ୍ତ ଚିହ୍ନଟNext: ଡିସେମ୍ବର ମାସ ପ୍ରଥମ ଦଶ ଦିନରେ ପୂର୍ବତଟ ରେଳପଥର ୬.୪୪ ନିୟୁତ ଟନ୍ ପଣ୍ୟ ପରିବହନ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 23 November 2024 important news 1 min read ଓଡିଶା Indo Kaling Times 23 November 2024 important news November 23, 2024 ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଓଡିଶା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ November 23, 2024 ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ସ୍ମରଣୋତ୍ସବ ଓଡିଶା ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ସ୍ମରଣୋତ୍ସବ November 23, 2024