ରାଷ୍ଟ୍ରୀୟ ହରିଆଣାରେ ଗତ ୨୪ ଘଂଟାରେ ୧,୨୫୦ କରୋନାର ନୂଆ ମାମଲା desk December 11, 2020 ଚଣ୍ଡିଗଡ । ହରିଆଣାରେ ଗତ ୨୪ ଘଂଟାରେ ୧,୨୫୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୪୯,୩୨୯ ହୋଇଛି । ଆସାମରେ କରୋନାର ମାମଲା ୨,୧୪,୩୦୫ ରେ ପହଂଚିଲା ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୪୦ ଟି ନୂଆ ମାମଲା ସାମନାକୁ ଆସିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୨,୧୪,୩୦୫ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । Tags: Hariyana/ asam Continue Reading Previous: ତେଲେଙ୍ଗାନାରେ ଗତ ୨୪ ଘଂଟାରେ କରୋନାର ୬୧୨ନୂଆ ମାମଲା Next: ଭାରତର ନମୁନା ପରୀକ୍ଷଣରେ ଉଲ୍ଲେଖନୀୟ ବୃଦ୍ଧି, 15 କୋଟି ଟପିଲା ମୋଟ ପରୀକ୍ଷା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025