 
                
ମିଜୋରାମରେ ୧୬  ଟି କରୋନାର ନୂଆ ମାମଲା   
ଆଇଜଲ,ମିଜୋରାମରେ ଗତ ୨୪ ଘଂଟା ମଧ୍ୟରେ ୧୬  ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୦୨୪ ହୋଇ ଯାଇଛି । ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୭ ହୋଇଛି ।

 
                    







