
ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୦,୬୫,୧୭୬ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା, ୧୫,୨୬,୯୭,୩୯୯ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛି ।
ମିଜୋରାମରେ ୧୬ ଟି କରୋନାର ନୂଆ ମାମଲା
ଆଇଜଲ,ମିଜୋରାମରେ ଗତ ୨୪ ଘଂଟା ମଧ୍ୟରେ ୧୬ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୦୨୪ ହୋଇ ଯାଇଛି । ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୭ ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO