
ଭୋପାଳ । ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୧,୨୨୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୯ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୨୧,୧୧୫ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୩,୩୮୨ ଜଣଙ୍କର ମୃତ୍ୟୁ ଘଟିଛି ।
ହିମାଚଳରେ ଆଉ ୬୫୧ କରୋନାର ନୂଆ ମାମଲା
ସିମଲା । ହିମାଚଳ ପ୍ରଦେଶରେ ଗତ ୨୪ ଘଂଟା ମଧ୍ୟରେ ୬୫୧ ଟି କରୋନାର ନୂଆ ମାମଲା ସାମନାକୁ ଆସିଛି । ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୮,୩୫୪ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୭୮୩ ଜଣଙ୍କର ମୃତ୍ୟୁ ଘଟିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO