ଉଲ୍ଲେଖ୍ୟଯୋଗ୍ୟ ଯେ ଅସୁସ୍ଥ ମନୋଜ ଦାସଙ୍କ ଆଶୁ ଆରୋଗ୍ୟ ପାଇଁ ଯଥାସମ୍ଭବ ଚିକିତ୍ସା ସହାୟତା ଯୋଗାଇବାକୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଅନୁରୋଧ କରିଥିଲେ । ଯଶସ୍ୱୀ ଲେଖକ ମନୋଜ ଦାସ ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ସାଙ୍ଗକୁ ହାତ ଭାଙ୍ଗିଯିବାରୁ ୩ ମାସ ହେବ ପୁଡୁଚେରୀର ଶ୍ରୀ ଅରବିନ୍ଦ ଆଶ୍ରମ ନର୍ସିଂହୋମ୍ରେ ଚିକିତ୍ସାଧୀନ ଅଛନ୍ତି ।
Related Stories
November 23, 2024