
ଭୁବନେଶ୍ୱର– ରାଜ୍ୟରେ ରବିବାର ଦିନ ଆଉ ୪୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ଆଜି ସୁଦ୍ଧି ୩୧୮୬୮୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହି ସୂଚନ ଦେଇଛି । ।
ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ସୁନ୍ଦରଗଡ଼ରୁ ସର୍ବାଧିକ ୫୫ ଜଣ ଅଛନ୍ତି । ସେହିପରି ଖୋର୍ଦ୍ଧାରୁ ୫୨, ଅନୁଗୋଳରୁ ୩୪, କଟକରୁ ୨୯, ବଲାଙ୍ଗିରରୁ ୨୭, ବରଗଡ଼ରୁ ୨୩, ଯାଜପୁରରୁ ୨୧, ପୁରୀରୁ ୧୯, ମୟୂରଭଞ୍ଜରୁ ୧୭, ଜଗତସିଂହପୁରରୁ ୧୪, ଝାରସୁଗୁଡ଼ାରୁ ୧୨, ଦେବଗଡ଼ରୁ ୧୧, ବଲେଶ୍ୱରରୁ ୯, କେନ୍ଦ୍ରାପଡ଼ାରୁ ୯, ନୂଆପଡ଼ାରୁ ୯, ଭଦ୍ରକରୁ ୮, କଳାହାଣ୍ଡିରୁ ୮, ସମ୍ୱଲପୁରରୁ ୮, କେନ୍ଦୁଝରରୁ ୬, ନୟାଗଡ଼ରୁ ୬, ନୟାଗଡ଼ରୁ ୪, କୋରାପୁଟରୁ ୩, ମାଲକାନଗିରିରୁ ୩, ନବରଙ୍ଗପୁରରୁ ୩, ଢ଼େଙ୍କାନାଳରୁ ୧, ରାୟଗଡ଼ାରୁ ଜଣେ, ସୋନପୁରରୁ ଜଣେ ଓ ଷ୍ଟେଟ୍ ପୁଲରୁ ୧୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO