
ଚଣ୍ଡିଗଡ । ପଂଜାବ ଗତ ୨୪ ଘଂଟାରେ ୪୮୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୧ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୦୯୧ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୫,୦୫୭ ହୋଇଛିା
ଆସାମରେ କରୋନାର ମାମଲା ୨,୧୪,୫୮୪ ରେ ପହଂଚିଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୧୮ ଟି ନୂଆ ମାମଲା ସାମନାକୁ ଆସିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୨,୧୪,୫୮୪ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO