
ଚଣ୍ଡିଗଡ । ହରିଆଣାରେ ଗତ ୨୪ ଘଂଟାରେ ୧,୦୦୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୫୧,୪୦୨ ହୋଇଛି ।
ଝାରଖଣ୍ଡରେ କରୋନାର ୧୮୯ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୧୮୯ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୧୧,୩୬୬ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୯୯୫ ଜଣଙ୍କର ମୃତ୍ୟୁ ଘଟିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO