
ଭୁବନେଶ୍ୱର– କମିଶନରେଟ ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ କଟକରେ ୧୩୩ ଜଣଙ୍କ ଠାରୁ ଜୋରିମାନା ଆଦାୟ କରିଛି । ସେହିପରି ସାମାଜିକ ଦୂରତ୍ୱ ନିୟମ ପାଳନ କରି ନ ଥିବା ଅଭିଯୋଗରେ ୪୪୨ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ମୋଟର ଯାନ ଆଇନ୍ ଓ ଓଡିଶା ସହରାଂଚଳ ପୋଲିସ ଆଇନ୍ ଉଲ୍ଲଂଘନ କରିଥିବା ୫୨୮ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୪ ଗିରଫ
ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୪ ଜଣଙ୍କୁ ଗିରଫ କରିଥିବା ବେଳେ ୬୧୧ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୦,୭୪,୧୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO