ରାଷ୍ଟ୍ରୀୟ ଜନ୍ମ ଦିନରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ହର୍ଷ ବର୍ଧନଙ୍କୁ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ desk December 13, 2020 ନୂଆଦିଲ୍ଲୀ– ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନ ଜନ୍ମ ଦିନରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ହର୍ଷ ବର୍ଧନଙ୍କୁ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ ସେ ଏକ ସୁସ୍ଥ ଭାରତ ସୁନିଶ୍ଚିତ କରିବା ପାଇଁ ପ୍ରୟାସ କରିବା ସହ ଦେଶବାସୀଙ୍କ ମଧ୍ୟରେ ବିଜ୍ଞାନ ଓ ନୂତନତ୍ୱକୁ ପ୍ରୋତ୍ସାହନ ଦେବା ପାଇଁ ଉଲ୍ଲେଖନାୟ ପ୍ରୟାସ କରୁଛନ୍ତି । ତାଙ୍କର ସୁସ୍ଥ ଓ ନିରାମୟ ଜୀବନ କାମନା କରୁଛି । Tags: Dr Harshvardhan Continue Reading Previous: ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୦,୧୪,୪୩୪ ନମୂନାର ପରୀକ୍ଷଣNext: ୨୦୦୧ ସଂସଦ ଉପରେ ଆକ୍ରମଣ ଘଟଣାକୁ ଆମେ କେବେ ଭୁଲିବୁ ନାହିଁ – ପ୍ରଧାନମନ୍ତ୍ରୀ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମଙ୍ଗଳବାର ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଧ୍ୱଜାରୋହଣ କରିବେ ପିଏମ ମୋଦି 1 min read ରାଷ୍ଟ୍ରୀୟ ମଙ୍ଗଳବାର ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଧ୍ୱଜାରୋହଣ କରିବେ ପିଏମ ମୋଦି November 24, 2025 ଡଲାର ତୁଳନାରେ ଟଙ୍କାର ହ୍ରାସକୁ ନେଇ କେନ୍ଦ୍ରକୁ ଘେରିଲା ଜୟରାମ ରମେଶ ରାଷ୍ଟ୍ରୀୟ ଡଲାର ତୁଳନାରେ ଟଙ୍କାର ହ୍ରାସକୁ ନେଇ କେନ୍ଦ୍ରକୁ ଘେରିଲା ଜୟରାମ ରମେଶ November 24, 2025 ଶସ୍ତ୍ର ଛାଡିବାକୁ ନକ୍ସଲୀ ସଙ୍ଗଠନ ଏମଏମସି ଜୋନର ଘୋଷଣା, ତିନି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାମରେ ଜାରି କଲେ ଲିଫଲେଟ୍ 1 min read ରାଷ୍ଟ୍ରୀୟ ଶସ୍ତ୍ର ଛାଡିବାକୁ ନକ୍ସଲୀ ସଙ୍ଗଠନ ଏମଏମସି ଜୋନର ଘୋଷଣା, ତିନି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାମରେ ଜାରି କଲେ ଲିଫଲେଟ୍ November 24, 2025