
ସେ ଟ୍ୱିଟ କରି କହିଛନ୍ତି ଯେ ସେ ଏକ ସୁସ୍ଥ ଭାରତ ସୁନିଶ୍ଚିତ କରିବା ପାଇଁ ପ୍ରୟାସ କରିବା ସହ ଦେଶବାସୀଙ୍କ ମଧ୍ୟରେ ବିଜ୍ଞାନ ଓ ନୂତନତ୍ୱକୁ ପ୍ରୋତ୍ସାହନ ଦେବା ପାଇଁ ଉଲ୍ଲେଖନାୟ ପ୍ରୟାସ କରୁଛନ୍ତି । ତାଙ୍କର ସୁସ୍ଥ ଓ ନିରାମୟ ଜୀବନ କାମନା କରୁଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
