ଓଡିଶା ଡ ସମ୍ବିତ ପାତ୍ରଙ୍କୁ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ desk December 13, 2020 ଭୁୁବନେଶ୍ୱର– କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ଡ. ସମ୍ବିତ ପାତ୍ରଙ୍କୁ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – କେନ୍ଦ୍ର ତଥା ରାଜ୍ୟ ରାଜନୀତିର ଚର୍ଚ୍ଚିତ ଚେହେରା ଶ୍ରଦ୍ଧେୟ ସମ୍ବିତ ଭାଇଙ୍କୁ ଜନ୍ମ ଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ପ୍ରଭୂ ଜଗନ୍ନାଥ ଆପଣଙ୍କ ଚଲାପଥ କୁସୁମିତ କରିବା ସହ ଆପଣଙ୍କୁ ଦୀର୍ଘାୟ କରନ୍ତୁ । Tags: Dr Sambit Patra Continue Reading Previous: ଭାରସାମ୍ୟ ହରାଇ ଘର ଉପରେ ମାଡିଗଲା ଟ୍ରକ, ତିନି ଗୁରୁତରNext: ମାସ୍କ ନ ପିନ୍ଧିବା ଓ ଅନ୍ୟ ମାମଲାରେ ଯାଜପୁରରେ ଗତ ୨୪ ଘଂଟାରେ ୧୯୫ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ : ୧୦ ଦିନ ମଧ୍ୟରେ ପ୍ରାୟ ୫ କୋଟି ଟଙ୍କାର ବ୍ୟବସାୟ 1 min read ଓଡିଶା ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ : ୧୦ ଦିନ ମଧ୍ୟରେ ପ୍ରାୟ ୫ କୋଟି ଟଙ୍କାର ବ୍ୟବସାୟ December 16, 2025 ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫ 1 min read ଓଡିଶା ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫ December 16, 2025 ଓଡ଼ିଶା ସଚିବାଳୟର ଚତୁର୍ଥ ବ୍ୟାଚ୍ ସହାୟକ ଉପବିଭାଗ ଅଧିକାରୀମାନଙ୍କ ପ୍ରଶିକ୍ଷଣ ଶେଷ ଓଡିଶା ଓଡ଼ିଶା ସଚିବାଳୟର ଚତୁର୍ଥ ବ୍ୟାଚ୍ ସହାୟକ ଉପବିଭାଗ ଅଧିକାରୀମାନଙ୍କ ପ୍ରଶିକ୍ଷଣ ଶେଷ December 16, 2025